• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Aquarius

କୁମ୍ଭ

Tuesday 19 Dec 2023

ଧନିଷ୍ଠା- ଶାରୀରିକ ସୁସ୍ଥତା ଫେରି ଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ,ଶ୍ରଦ୍ଧା ପାଇବେ ।  ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । 

ଶତଭିଷା- କର୍ମ କ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ 

ପୂ,ଭାଦ୍ରପଦ- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ 

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :