• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Pisces

ମୀନ

Tuesday 19 Dec 2023

ପୂ,ଭାଦ୍ରପଦ- ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସହେଯାଗରେ କେତେକ ସମସ୍ୟାର ସମାଧାନ ହେବ ।
ଉ,ଭାଦ୍ରପଦ- ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ର କରି  ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । 
ରେବତୀ- ଧନ ସମ୍ପତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ ।  ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । 
ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :