• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Gemini

ମିଥୁନ

Tuesday 19 Dec 2023

ମୃଗଶିରା- ପ୍ରିୟତମାଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର୍ଯ୍ୟକୁ  ନେଇ ସେଥିରେ କୃତକାର୍ଯ୍ୟ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । 
ଆଦ୍ରା- ବ୍ୟବସାୟରେ ଆଶାନୁରୂପକ ଫଳ ପାଇବେ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ । ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି  ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।  
ପୁନର୍ବସୁ- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ମାଲିମକଦ୍ଦମା କ୍ଷେତ୍ରରେ ଭଲ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :