• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Leo

ସିଂହ

Tuesday 19 Dec 2023

ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ ।
ପୂ,ଫାଲଗୁନି- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ 
ଉ,ଫାଲଗୁନି- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ପ୍ରତିକାର – ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :