• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Libra

ତୁଳା

Tuesday 19 Dec 2023

ଚିତ୍ରା- ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃ ମାନେ ପଛ ଘୁଞ୍ଚା  ଦେବେ । ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତ ରୁହନ୍ତୁ ନାହିଁ ।
ସ୍ୱାତୀ- ପୁରାତନ ରୋଗରୁ ଉପସମ ପାଇବେ । କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ ।
ବିଶାଖା- ବିଦ୍ୟାର୍ଥୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :