• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ ..

ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ମଙ୍ଗଳବାର ଚନ୍ଦ୍ର- କୁମ୍ଭ ସନ୍ଧ୍ୟା ୦୬.୨୦ ଗତେ ମୀନ ତିଥି- ୭ମୀ ଦିବା ୦୧.୦୭ ଗତେ ୮ମୀ

Sagittarius

ଧନୁ

Tuesday 19 Dec 2023

ମୂଳା- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ଆର୍ଥିକ ପରିସ୍ଥିତି ଉତମ ଥିଲେ ମଧ୍ୟ ବସନ ଭୂଷଣରେ  ଅଧିକ ବ୍ୟୟ ହୋଇପାରେ ।

ପୂ,ଷାଢା- ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ

ଉ,ଷାଢା- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର –ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :