• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରେର ଲାଭବାନ ହେବେ

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି-  ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର-  କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Monday 19 Feb 2024

କୃତିକା- ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ସହଜରେ ଅନ୍ୟମାନଙ୍କୁ ବିଶ୍ୱାସ କରିପାରିବେ ନାହିଁ।

ରୋହିଣୀ- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ । କାର୍ଯ୍ୟାଳୟରେ ନିଜର ଭୁଲକୁ ସ୍ୱୀକାର କରିବା ଆପଣଙ୍କ ପକ୍ଷରେ ରହିବ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ ।

ମୃଗଶିରା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଜଡିତ ହୁଅନ୍ତୁ ଯେଉଁ ମାନେ ଭବିଷ୍ୟରେ ଧାରା ଦେବାରେ ଆପଣଙ୍କ ସାହାଯ୍ୟ କରିପାରିବେ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :