• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରେର ଲାଭବାନ ହେବେ

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି-  ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର-  କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 19 Feb 2024

ଧନିଷ୍ଠା- ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ପରସ୍ପର ପ୍ରତି ଦାୟିତ୍ୱର ଭାବନା ଆସିବା ସହିତ ସମ୍ପର୍କକୁ ମଜବୁତ ରହିବ । ସମୟର ମୂଲ୍ୟ ବିଝିବାକୁ ଚେଷ୍ଟା କରନ୍ତୁ ।

ଶତଭିଷା- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।

ପୂ,ଭାଦ୍ରପଦ- ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ଆପଣ ଭଲ ଭାବରେ ନିଜ କଥା ରଖନ୍ତୁ ଓ କାର୍ଯ୍ୟରେ ଉତ୍ସାହ ଦେଖାନ୍ତୁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :