• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରେର ଲାଭବାନ ହେବେ

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି-  ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର-  କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Monday 19 Feb 2024

ପୂ,ଭାଦ୍ରପଦ- ଅନେକାଂଶରେ ସ୍ୱାସ୍ଥ୍ୟ ସମସ୍ୟା ଦୂରିଭୂତ ହେବା ସହିତ ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ ।

ଉ,ଭାଦ୍ରପଦ- ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ୱିତ ହେବ। ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ ଓ ସୌଭାଗ୍ୟ ଆପଣଙ୍କ ବାଟରେ ଆସିବ । ନୂତନ ଆରମ୍ଭ ହୋଇ ଥିବା ଯୋଜନା ଆପଣଙ୍କ ଆଶା ଅନୁସାରେ ପରିଣାମ ଦେବ ନାହିଁ।

ରେବତୀ- କଳା, ସାହିତ୍ୟ, ସଙ୍ଗୀତ, ଆଲୋଚନା, ସାମ୍ବାଦିକତା, ଚଳଚ୍ଚିତ୍ର ପ୍ରଭୃତିରୁ ପ୍ରଶଂସିତ ହେବାର ବହୁତ ସମ୍ଭାବନା ଅଛି। ଅଧିକାଂଶ ସମୟରେ ଅନ୍ୟମନସ୍କ ରହିପାରନ୍ତି। ପରିବହନ କ୍ଷେତ୍ରରେ ଶୁଭଫଳ ପାଇବେ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :