• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରେର ଲାଭବାନ ହେବେ

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି-  ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର-  କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Monday 19 Feb 2024

ମୃଗଶିରା- ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ, କିନ୍ତୁ ସମାନ ଭାବରେ ଖର୍ଚ୍ଚ ମଧ୍ୟ ହେବ । ବହୁତ ଦୂରରେ ରହୁଥିବା ବନ୍ଧୁ ଆଜି ଆପଣଙ୍କୁ ସମ୍ପର୍କ କରିପାରନ୍ତି । କୌଣସି ଦୂର ସମ୍ପର୍କୀୟ ଆଜି ଆପଣଙ୍କ ଘରକୁ ଆସିପାରନ୍ତି ।

ଆଦ୍ରା- ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।

ପୁନର୍ବସୁ- ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି । ସଞ୍ଚତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :