• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରେର ଲାଭବାନ ହେବେ

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି-  ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର-  କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Monday 19 Feb 2024

ଚିତ୍ରା- ପାରିବାରିକ ପରିବେଶ ନକାରାତ୍ମକତା ଆଡକୁ ଗତି କରିପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ଆପଣଙ୍କ ବ୍ୟସ୍ତ ଦୈନିକ କାମ-କାର୍ଯ୍ୟ କାରଣରୁ ଆପଣଙ୍କ ଜୀବନସାଥୀ ଆପଣଙ୍କୁ ସନ୍ଦେହ କରିପାରନ୍ତି ।

ସ୍ୱାତୀ- ଆପଣ ଚାକିରି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ ଓ ପଦୋନ୍ନତି ମିଳିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ରାଜନିତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।

ବିଶାଖା- ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳିବ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :