• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରେର ଲାଭବାନ ହେବେ

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି-  ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର-  କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Monday 19 Feb 2024

ବିଶାଖା- ଜୀବନ-ସାଥି ଅତି ଉତ୍ତମ ଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରୁଛନ୍ତି । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ ।

ଅନୁରାଧା- କାର୍ଯ୍ୟକ୍ଷେତ୍ରରେ ଲୋକଙ୍କ ନେତୃତ୍ୱ କରନ୍ତୁ, କାରଣ ଆପଣଙ୍କ ନିଷ୍ଠା ଆଗକୁ ବଢ଼ିବାରେ ଲାଭକାରୀ ପ୍ରମାଣିତ ହେବ । ପିଲାଙ୍କ ପଢ଼ା ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିବ । କୌଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ ।

ଜ୍ୟେଷ୍ଠା- ଜମିଜମା କାରବାର, ନୂତନ ଘର ତିଆରି, ଯାନ ବାହନ ମରାମତି, ଦୋକାନର ଉନ୍ନତି କାରଣରୁ ଖୁସୀ ରହିବେ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ କାରଣ ଚୋରି ହେବାର ଅନେକ ସମ୍ଭାବନା ଅଛି ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :