• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରେର ଲାଭବାନ ହେବେ

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି-  ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର-  କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Monday 19 Feb 2024

ମୂଳା- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ବଡ କମ୍ପନୀ ସହିତ ବ୍ୟବସାୟରେ ଜଡିତ ହୋଇପାରନ୍ତି । ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।

ପୂ,ଷାଢା- କାର୍ଯ୍ୟାଳୟରେ କେହି ଆପଣଙ୍କୁ କିଛି ବଢିଆ ଜିନିଷ କିମ୍ବା ଖବର ଦେଇ ପାରେ । ପିଲା ମାନେ ଆଜି ପାଠ ପ୍ରତି ଆଗ୍ରହ ନଥିବା ଯୋଗୁଁ ବିଦ୍ୟାଳୟରେ ନିରାଶ କରି ପାରନ୍ତି । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ ।

ଉ,ଷାଢା- ଅଚାନକ ଧନ ଲାଭ ହେବା କାରଣରୁ ଆର୍ଥିକ ପରିସି୍ଥତି ଆପଣଙ୍କର ବହୁତ ଭଲ ରହିବ । ସମୟର ଚାହିଦା ଅନୁସାରେ ଆପଣ ସମସ୍ତଙ୍କ ଠାରୁ ଦୂରରେ ରହିବେ, ଏହା ଆପଣଙ୍କ ପାଇଁ ହିତକାରୀ ମଧ୍ୟ ହେବ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :