• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Feb 2024: ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରେର ଲାଭବାନ ହେବେ

ସୈାର କୁମ୍ଭମାସ  ମାଘ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ସୋମବାର। ଚନ୍ଦ୍ର- ମିଥୁନ ଅହୋରାତ୍ର, ତିଥି-  ୧୦ ମୀ ଦିବା ୦୮.୫୦ ଗତେ ୧୧ଶୀ, ଘାତଚନ୍ଦ୍ର-  କନ୍ୟା ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର, ପୁଷ୍କର ଦୋଷ- ନାସ୍ତି

Capricorn

ମକର

Monday 19 Feb 2024

ଉ,ଷାଢା- ବାଣିଜ୍ୟ ଓ ବ୍ୟବସାୟରୁ ଭଲ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ଆଶା କରାଯାଇପାରେ। ଜୀବନସାଥୀର ସହଯୋଗ ମିଳିବ ।

ଶ୍ରବଣା- ଜୀବନସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ଧନିଷ୍ଠା- ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :