• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମି ଓ ବାହନ କ୍ରୟ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Aries

ମେଷ

Sunday 19 Feb 2023

ଅଶ୍ୱନୀ- ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ

କୃତିକା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।

ଦ୍ୱିଜା- ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।

ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :