• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମି ଓ ବାହନ କ୍ରୟ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Taurus

ବୃଷ

Sunday 19 Feb 2023

କୃତିକା- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ପରିବାରରେ କୈାଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ ।

ରୋହିଣୀ- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପବଦୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହୋଇ ଜନ ସମାଜରେ ମାନ, ସମ୍ମାନ ବୃଦ୍ଧି ହେବ । ରାତିରେ ନିନ୍ଦ୍ରା ଅଭାବ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ ।

ମୃଗଶିରା- ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :