ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ଧନିଷ୍ଠା- ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । ମାନସିକ ସି୍ଥରତା ଦେଖାଦେବ ଓ ପରିଶ୍ରମ କାର୍ୟ୍ୟ କରି ପ୍ରଂଶସିତ ହେବେ ।
ଶତଭିଷା- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି ।
ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮