ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ପୂ, ଭାଦ୍ରପଦ- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।
ଉ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ଆଗକୁ ବଢିବେ ।
ରେବତୀ- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ୟ୍ୟ ପୂରଣ ହେବ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।
ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩