Advertisment

Daily Horoscope 19th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମି ଓ ବାହନ କ୍ରୟ କରିବାର ଯୋଗ ରହିଛି

author-image
Pallipuspa Samal
Daily Horoscope 19th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମି ଓ ବାହନ କ୍ରୟ  କରିବାର ଯୋଗ ରହିଛି
ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ