• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମି ଓ ବାହନ କ୍ରୟ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Leo

ସିଂହ

Sunday 19 Feb 2023

ମଘା- ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ ।

ପୂ- ଫାଲ୍‌ଗୁନୀ- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ ।

ଉ- ଫାଲ୍‌ଗୁନୀ- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ପଢା ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।

ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :