ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ଉ- ଫାଲ୍ଗୁନୀ- ମିତ୍ରଙ୍କ ଠାରୁ ବହୁତ ସାହାର୍ୟ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ
ହସ୍ତା- ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପ୍ରେମ କ୍ଷେତ୍ରରେ ସୁଧାର ଆସିବ । ପାରିବାରିକ କ୍ଷେତ୍ରରେ ଉଥାନ,ପତନରେ ଗତି କରିବେ ।
ଚିତ୍ରା- ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ । ଆଶା କରୁଥିବା ଖବରଟି ପାଇ ମନ ଖୁସି ରହିବ ।
ପ୍ରତିକାର - ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫