ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ଚିତ୍ରା- ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ପ୍ରେମିକା ପ୍ରେମିକ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ରହିବେ । କାର୍ୟ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।
ସ୍ୱାତୀ- ଉଚ୍ଚପଦସ୍ଥ ବ୍ୟକ୍ତି ସହ ମନୋମାଳିନ୍ୟ ଘଟିପାରେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ଭବିଷ୍ୟତ ପାଇଁ ପରିବାରର ଉନ୍ନତି ହେବ ।
ବିଶାଖା- ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬