ସୈାର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ
ମୂଳା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ପୂ, ଷାଢା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଉ, ଷାଢା- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩