• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମି ଓ ବାହନ କ୍ରୟ କରିବାର ଯୋଗ ରହିଛି

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର ।ଚନ୍ଦ୍ର – ମକର ରାତ୍ରି ୦୧.୧୪ ଗତେ କୁମ୍ଭ,ତିଥି – ୧୪ଶୀ ଦିବା ୦୪.୧୮ ଗତେ ଅମାବାସ୍ୟା। ଘାତ ଚନ୍ଦ୍ର – ସିଂହ ରାତ୍ରି ୦୧.୧୪ ଗତେ ମିଥୁନ ଓ ମୀନ । ଘାତ ବାର- ମେଷ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ

Capricorn

ମକର

Sunday 19 Feb 2023

ଉ, ଷାଢା- କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ ।

ଶ୍ରବଣା- ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର‌୍ୟ୍ୟ ପାଇଁ ଆଶାୟୀ ହେବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।

ଧନିଷ୍ଠା- ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ପରୀକ୍ଷାରେ କୃତିତ୍ୱ ହାସଲ କରିବେ ।

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :