ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର କଥାବାର୍ତ୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।
କୃତିକା- ପ୍ରେମିକ ପ୍ରେମିକମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତ୍ତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି ।
ରୋହିଣୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ ।
ମୃଗଶିରା- ଛାତ୍ରଛାତ୍ରୀ ଗୁରୁଜନଙ୍କଠାରୁ ଭଲ ପରାମର୍ଶ ପାଇବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତି ବା ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬