ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର କଥାବାର୍ତ୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।
ଧନିଷ୍ଠା- ଆପଣଙ୍କ କାମରେ ଜୀବନ ସାଥି ସାଙ୍ଗରେ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ ।
ଶତଭିଷା- ଅଫିସରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନୀତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ । ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ।
ପୂ, ଭାଦ୍ରପଦ- ମହିଳାମାନେ ଜିନିଷ କିଣିବାରେ ମନ ନିବେଶ କରିବେ ବାଧ୍ୟତାବଶତଃ ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ନିଜ ଲୋକମାନଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି ।
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮