ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର କଥାବାର୍ତ୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।
ମଘା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । କୈାଣସି ଉନ୍ନତିମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ । ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ପୂ- ଫାଲ୍ଗୁନୀ - ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଉ- ଫାଲ୍ଗୁନୀ- ନିର୍ମାଣାଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳାମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧