• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ..

ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର କଥାବାର୍ତ୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

Virgo

କନ୍ୟା

Wednesday 19 Feb 2025

ଉ,ଫାଲଗୁନି- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ।

ହସ୍ତା- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନୀତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଚିତ୍ରା- ନୂଆ ଜମି କିଣିବା ଆଗରୁ ଶୁଭ ମୁହୂର୍ତ୍ତ ଦେଖି କିଣନ୍ତୁ । ଭଗବାନ୍କୁ ସ୍ମରଣ ଦ୍ୱାରା ମନସ୍କାମନା ପୂରଣ ହେବ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :