• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Aries

ମେଷ

Friday 19 Jan 2024

ଅଶ୍ୱନୀ- ପାରିବାରିକ ସମସ୍ୟାର ଅନ୍ତ ଘଟିବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।

ଦ୍ୱିଜା- ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ

କୃତିକା- ଛାତ୍ର ଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ

ପ୍ରତିକାର - ମା ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :