• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Taurus

ବୃଷ

Friday 19 Jan 2024

କୃତିକା- ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ । ପାଦରେ ଆଘାତ, ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ

ରୋହିଣୀ- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ଏବଂ ଭଲ ବିଦେଶୀ ସମ୍ପର୍କ ସହିତ ଆପଣଙ୍କର ମଧ୍ୟ ସଂଯୋଗ ରହିବ

ମୃଗଶିରା- କୋର୍ଟ, କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ଗୃହସୀମା ମହିଳାମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :