• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Aquarius

କୁମ୍ଭ

Friday 19 Jan 2024

ଧନିଷ୍ଠା- ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତୀ ହୁଅନ୍ତୁ ନାହିଁ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ ।

ଶତଭିଷା- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ପୂ,ଭାଦ୍ରପଦ- ସାମାଜିକ ଗଣମାଧ୍ୟମରେ ସହଯୋଗ ଦେବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି

ପ୍ରତିକାର– ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :