• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Pisces

ମୀନ

Friday 19 Jan 2024

ପୂ,ଭାଦ୍ରପଦ- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ

ଉ,ଭାଦ୍ରପଦ- ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣ ବିଚଳିତ କରିପାରେ । ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ

ରେବତୀ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୌଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର - ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :