• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Gemini

ମିଥୁନ

Friday 19 Jan 2024

ମୃଗଶିରା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଅପ୍ରତ୍ୟାଶିତ ଖର୍ଚ୍ଚ ଏବଂ ଶାରୀରିକ ସମସ୍ୟାକୁ ବଢ଼ାଇପାରେ।

ଆଦ୍ରା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କୈାଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ ।

ପୁନର୍ବସୁ- ଦୂର ଯାତ୍ରା ଏବଂ କିଛି ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :