• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Cancer

କର୍କଟ

Friday 19 Jan 2024

ପୁନର୍ବସୁ- ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।

ପୁଷ୍ୟା- ମହିଳା ମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ

ଅଶ୍ଲେଷା- ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :