• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Leo

ସିଂହ

Friday 19 Jan 2024

ମଘା- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ପୂ,ଫାଲଗୁନି- ପିଲାମାନଙ୍କ ପାଇଁ ଏକାଡେମିକ୍ ପ୍ରଦର୍ଶନ ପାଇଁ ମଧ୍ୟ ଭଲ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି ।

ଉ,ଫାଲଗୁନି- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :