• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Virgo

କନ୍ୟା

Friday 19 Jan 2024

ଉ,ଫଳଗୁନି- ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଆମଦାନି ବଢାଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ

ହସ୍ତା- ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ଚିତ୍ରା- ସମ୍ପତି ଲାଭ ହୋଇପାରେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇପାରନ୍ତି । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :