• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Libra

ତୁଳା

Friday 19 Jan 2024

ଚିତ୍ରା- ବଡ଼ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।

ସ୍ୱାତୀ- ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।

ବିଶାଖା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :