• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Scorpio

ବିଛା

Friday 19 Jan 2024

ବିଶାଖା- ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ ।

ଅନୁରାଧା- ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୌଣସି କାମରେ ଯଥେଷ୍ଟ ଲାଭ ହେବ ।

ଜ୍ୟେଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଉଚ୍ଚମନା ରହିବେ । ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପ୍ରତିକାର – ନୃସିଂଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :