• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Sagittarius

ଧନୁ

Friday 19 Jan 2024

ମୂଳା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ ।

ପୂ,ଷାଢା- ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ

ଉ,ଷାଢା- ନୂଆ ଘର ତିଆରି କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :