• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Jan 2024: ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ...

ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୯ ତାରିଖ ଶୁକ୍ରବାର। ଚନ୍ଦ୍ର- ମେଷ ଅହୋରାତ୍ର ତିଥି- ୯ମୀ ରାତ୍ରି ୦୭.୫୨ ଗତେ ୧୦ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର

Capricorn

ମକର

Friday 19 Jan 2024

ଉ,ଷାଢା- ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ ।

ଶ୍ରବଣା- ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଶିକ୍ଷାର୍ଥୀମାନେ ଅଧ୍ୟୟନ ରତ ରହିବେ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ ।

ଧନିଷ୍ଠା- ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ

ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :