• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th January 2023:ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନୀତିର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ଦିବା ୦୩.୧୭ ଗତେ ଧନୁ । ତିଥି - ୧୨ଶୀ ଦିବା ୦୧.୧୮ ଗତେ ୧୩ଶୀ ଘାତ ଚନ୍ଦ୍ର – ଦିବା ୦୩.୧୭ ଗତେ ତୁଳା , କୁମ୍ଭ । ଘାତ ବାର- ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୧୮ ପର୍ଯ୍ୟନ୍ତ

Taurus

ବୃଷ

Thursday 19 Jan 2023

କୃତିକା - ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।

ରୋହିଣୀ – ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର‌୍ୟ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ମୃଗଶିରା – ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :