• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th January 2023:ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନୀତିର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ଦିବା ୦୩.୧୭ ଗତେ ଧନୁ । ତିଥି - ୧୨ଶୀ ଦିବା ୦୧.୧୮ ଗତେ ୧୩ଶୀ ଘାତ ଚନ୍ଦ୍ର – ଦିବା ୦୩.୧୭ ଗତେ ତୁଳା , କୁମ୍ଭ । ଘାତ ବାର- ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୧୮ ପର୍ଯ୍ୟନ୍ତ

Aquarius

କୁମ୍ଭ

Thursday 19 Jan 2023

ଧନିଷ୍ଠା – ରୋଗ ସାମୟିକ ହେ କେ ମଧ୍ୟ ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟ ଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।

ଶତଭିଷା – କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।

ପୂ , ଭାଦ୍ରପଦ – ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :