• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th January 2023:ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନୀତିର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ଦିବା ୦୩.୧୭ ଗତେ ଧନୁ । ତିଥି - ୧୨ଶୀ ଦିବା ୦୧.୧୮ ଗତେ ୧୩ଶୀ ଘାତ ଚନ୍ଦ୍ର – ଦିବା ୦୩.୧୭ ଗତେ ତୁଳା , କୁମ୍ଭ । ଘାତ ବାର- ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୧୮ ପର୍ଯ୍ୟନ୍ତ

Pisces

ମୀନ

Thursday 19 Jan 2023

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।

ଉ , ଭଦ୍ରପଦ - ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।

ରେବତୀ – ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ ।

ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :