• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th January 2023:ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନୀତିର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ଦିବା ୦୩.୧୭ ଗତେ ଧନୁ । ତିଥି - ୧୨ଶୀ ଦିବା ୦୧.୧୮ ଗତେ ୧୩ଶୀ ଘାତ ଚନ୍ଦ୍ର – ଦିବା ୦୩.୧୭ ଗତେ ତୁଳା , କୁମ୍ଭ । ଘାତ ବାର- ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୧୮ ପର୍ଯ୍ୟନ୍ତ

Gemini

ମିଥୁନ

Thursday 19 Jan 2023

ମୃଗଶିରା - ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଆଦ୍ରା – ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ପୁନର୍ବସୁ - ଦୂର ଜାଗାକୁ ସ୍ଥାନାନ୍ତର ହେ ଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ 

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :