• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th January 2023:ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନୀତିର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ଦିବା ୦୩.୧୭ ଗତେ ଧନୁ । ତିଥି - ୧୨ଶୀ ଦିବା ୦୧.୧୮ ଗତେ ୧୩ଶୀ ଘାତ ଚନ୍ଦ୍ର – ଦିବା ୦୩.୧୭ ଗତେ ତୁଳା , କୁମ୍ଭ । ଘାତ ବାର- ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୧୮ ପର୍ଯ୍ୟନ୍ତ

Cancer

କର୍କଟ

Thursday 19 Jan 2023

ପୁନର୍ବସୁ – ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ ମଧ୍ୟରେ ଦୂରତା ରହିପାରେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।

ପୁଷ୍ୟା – ଆପଣ କେତେକ ନୂତନ ଦ୍ରବ୍ୟ କ୍ରୟ କରି ପାରନ୍ତି । ପ୍ରେମିକ ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।

ଅଶ୍ଳେଷା – ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :