• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th January 2023:ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନୀତିର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ଦିବା ୦୩.୧୭ ଗତେ ଧନୁ । ତିଥି - ୧୨ଶୀ ଦିବା ୦୧.୧୮ ଗତେ ୧୩ଶୀ ଘାତ ଚନ୍ଦ୍ର – ଦିବା ୦୩.୧୭ ଗତେ ତୁଳା , କୁମ୍ଭ । ଘାତ ବାର- ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୧୮ ପର୍ଯ୍ୟନ୍ତ

Leo

ସିଂହ

Thursday 19 Jan 2023

ମଘା – ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ ।

ପୂ , ଫାଲଗୁନୀ – ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।

ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ସତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :