• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th January 2023:ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରିରେ ପଦୋନ୍ନୀତିର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର – ବିଛା ଦିବା ୦୩.୧୭ ଗତେ ଧନୁ । ତିଥି - ୧୨ଶୀ ଦିବା ୦୧.୧୮ ଗତେ ୧୩ଶୀ ଘାତ ଚନ୍ଦ୍ର – ଦିବା ୦୩.୧୭ ଗତେ ତୁଳା , କୁମ୍ଭ । ଘାତ ବାର- ତୁଳା , କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ଦିବା ୦୧.୧୮ ପର୍ଯ୍ୟନ୍ତ

Scorpio

ବିଛା

Thursday 19 Jan 2023

ବିଶାଖା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର‌୍ୟ୍ୟ କରିବେ ।

ଅନୁରାଧା – ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ ସୁନାମ ବୃଦ୍ଧି ଘଟିବ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।

ଜ୍ୟେଷ୍ଠା – ଖର୍ଚ୍ଚ ଅଟକଳ କ୍ଷେତ୍ରରେ ଅସମର୍ଥତା ପ୍ରକାଶ ପାଇବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନଙ୍କର ସଂଗୀତ କ୍ଷେତ୍ରରେ ରୂଚି ରହିବ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :