ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଅହୋରାତ୍ର,ତିଥି- ୫ମୀ (ମଳ) ପ୍ରାତଃ ୦୭.୩୧ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ
ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍ର କୌଣସି ସଂକଟଜନକ ସ୍ଥିତିର ସମାଧାନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରୁ ସୁଫଳ ପାଇବେ
ଶତଭିଷା- ଆନୁଷ୍ଠାନିକ କାର୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ପୂ,ଭାଦ୍ରପଦ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮