• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Taurus

ବୃଷ

Wednesday 19 Jul 2023

କୃତିକା- ଅପ୍ରତ୍ୟାଶିତ ଖର୍ଚ୍ଚ ଏବଂ ଶାରୀରିକ ସମସ୍ୟାକୁ ବଢ଼ାଇପାରେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । 
ରୋହିଣୀ- ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ । ପିଲାମାନଙ୍କ ପାଇଁ ଏକାଡେମିକ୍ ପ୍ରଦର୍ଶନ ପାଇଁ ମଧ୍ୟ ଭଲ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ ।
ମୃଗଶିରା- ସମ୍ପତ୍ତି ଲାଭ ହୋଇପାରେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :