• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th July 2023: ଭଲ ଖବର ମିଳିବ, ଦୀର୍ଘ ଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ, ବୁଧବାର। ଚନ୍ଦ୍ର – କର୍କଟ ଅହୋରାତ୍ର, ତିଥି – ୨ୟା ନିଶାନ୍ତ ୦୪.୩୦ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – କର୍କଟ, ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ

Aquarius

କୁମ୍ଭ

Wednesday 19 Jul 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଅବନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ଥିରିକୃତ ହୋଇପାରେ । ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ ।
ଶତଭିଷା- ପାରିବାରିକ ଜୀବନ ଆନନ୍ଦମୟ ରହିବ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ । ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ ।
ପୂ,  ଭାଦ୍ରପଦ- ଶିକ୍ଷାର୍ଥୀମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।  ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :